6ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ।
7ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ,
8ସେମାନଙ୍କ ରାଜାଗଣକୁ ଶିକୁଳିରେ ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ,
9ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।