ଗୀତସଂହିତା 2

ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେସମସ୍ତେ ଧନ୍ୟ।

Psalm 2:12 (UKJV) Kiss the Son, lest he be angry, and all of you perish from the way, when his wrath is kindled but a little. Blessed are all they that put their trust in him.

10ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର।

11ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର।

12ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେସମସ୍ତେ ଧନ୍ୟ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.