ଗୀତସଂହିତା 24

ଏହି ଗୌରବମୟ ରାଜା କିଏ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି। [ସେଲା]

Psalm 24:10 (UKJV) Who is this King of glory? The LORD of hosts, he is the King of glory. Selah.

8ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ।

9ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।

10ଏହି ଗୌରବମୟ ରାଜା କିଏ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି। [ସେଲା]

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.