ଗୀତସଂହିତା 26

ସେମାନଙ୍କ ହସ୍ତରେ ଅନିଷ୍ଟ ଥାଏ, ପୁଣି, ସେମାନଙ୍କ ଦକ୍ଷିଣ ହସ୍ତ ଲାଞ୍ଚରେ ପରିପୂର୍ଣ୍ଣ।

Psalm 26:10 (UKJV) In whose hands is mischief, and their right hand is full of bribes.

8ହେ ସଦାପ୍ରଭୋ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।

9ପାପୀମାନଙ୍କ ସଙ୍ଗେ ମୋʼ ପ୍ରାଣକୁ କିଅବା ରକ୍ତପାତକାରୀ ମନୁଷ୍ୟମାନଙ୍କ ସଙ୍ଗେ ମୋʼ ଜୀବନକୁ ସଂଗ୍ରହ କର ନାହିଁ।

10ସେମାନଙ୍କ ହସ୍ତରେ ଅନିଷ୍ଟ ଥାଏ, ପୁଣି, ସେମାନଙ୍କ ଦକ୍ଷିଣ ହସ୍ତ ଲାଞ୍ଚରେ ପରିପୂର୍ଣ୍ଣ।

11ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି; ମୋତେ ମୁକ୍ତ କର ଓ ମୋʼ ପ୍ରତି ସଦୟ ହୁଅ।

12ମୋʼ ଚରଣ ସମଭୂମିରେ ଠିଆ ହେଉଅଛି; ମୁଁ ମଣ୍ଡଳୀଗଣ ମଧ୍ୟରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.