ଗୀତସଂହିତା 28

ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର।

Psalm 28:9 (UKJV) Save your people, and bless yours inheritance: feed them also, and lift them up for ever.

7ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋʼ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।

8ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି।

9ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.