ଗୀତସଂହିତା 38

ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।

Psalm 38:20 (UKJV) They also that render evil for good are mine adversaries; because I follow the thing that good is.

18ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି।

19ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି।

20ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।

21ହେ ସଦାପ୍ରଭୋ, ମୋତେ ପରିତ୍ୟାଗ କର ନାହିଁ; ହେ ମୋହର ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।

22ହେ ପ୍ରଭୋ, ମୋହର ପରିତ୍ରାଣ, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.