ଗୀତସଂହିତା 41

ମୋହର ଶତ୍ରୁ ମୋʼ ଉପରେ ଜୟଧ୍ୱନି କରୁ ନାହିଁ, ଏଥିସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋʼ ଠାରେ ସନ୍ତୁଷ୍ଟ ଅଛ।

Psalm 41:11 (UKJV) By this I know that you favour me, because mine enemy does not triumph over me.

9ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।

10ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି।

11ମୋହର ଶତ୍ରୁ ମୋʼ ଉପରେ ଜୟଧ୍ୱନି କରୁ ନାହିଁ, ଏଥିସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋʼ ଠାରେ ସନ୍ତୁଷ୍ଟ ଅଛ।

12ତୁମ୍ଭେ ମୋʼ ସରଳତାରେ ମୋତେ ଧରି ରଖୁଅଛ।

13ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍‍, ଆମେନ୍‍।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.