10ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି।
11ମୋହର ଶତ୍ରୁ ମୋʼ ଉପରେ ଜୟଧ୍ୱନି କରୁ ନାହିଁ, ଏଥିସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋʼ ଠାରେ ସନ୍ତୁଷ୍ଟ ଅଛ।
12ତୁମ୍ଭେ ମୋʼ ସରଳତାରେ ମୋତେ ଧରି ରଖୁଅଛ।
13ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍, ଆମେନ୍।