ଗୀତସଂହିତା 46

“କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।”

Psalm 46:10 (UKJV) Be still, and know that I am God: I will be exalted among the heathen, I will be exalted in the earth.

8ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କି ପ୍ରକାର ଉଜାଡ଼ କରିଅଛନ୍ତି!

9ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି।

10“କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।”

11ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [ସେଲା]

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.