ଗୀତସଂହିତା 50

ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।

Psalm 50:1 (UKJV) The mighty God, even the LORD, has spoken, and called the earth from the rising of the sun unto the going down thereof.

1ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।

2ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି।

3ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.