ଗୀତସଂହିତା 8

ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;

Psalm 8:7 (UKJV) All sheep and oxen, yea, and the beasts of the field;

5ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।

6ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;

7ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;

8ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।

9ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.