ଗୀତସଂହିତା 81

ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ।”

Psalm 81:16 (UKJV) He should have fed them also with the finest of the wheat: and with honey out of the rock should I have satisfied you.

14ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ।

15ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା।

16ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.