50ହେ ପ୍ରଭୋ, ତୁମ୍ଭ ଦାସମାନଙ୍କର ନିନ୍ଦା ସ୍ମରଣ କର ଓ ମୁଁ ପରାକ୍ରାନ୍ତ ଗୋଷ୍ଠୀବର୍ଗର ନିନ୍ଦା କିପ୍ରକାରେ ଆପଣା ବକ୍ଷସ୍ଥଳରେ ବହୁଅଛି, ଏହା ସ୍ମରଣ କର।
51ହେ ସଦାପ୍ରଭୋ, ତଦ୍ଦ୍ୱାରା ତୁମ୍ଭ ଶତ୍ରୁଗଣ ନିନ୍ଦା କରିଅଛନ୍ତି, ତଦ୍ଦ୍ୱାରା ସେମାନେ ତୁମ୍ଭ ଅଭିଷିକ୍ତଙ୍କ ପଦଚିହ୍ନକୁ ନିନ୍ଦା କରିଅଛନ୍ତି।
52ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ, ଆମେନ୍, ଆମେନ୍।