18କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ।
19ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ।
20ହେ ସଦାପ୍ରଭୋ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। [ସେଲା]