ପ୍ରକାଶିତ 1

ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ଅର୍ଥ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ଡଳୀର ଦୂତଗଣ ଓ ସପ୍ତ ପ୍ରଦୀପ ସପ୍ତ ମଣ୍ଡଳୀ ଅଟନ୍ତି।”

Revelation 1:20 (UKJV) The mystery of the seven stars which you saw in my right hand, and the seven golden candlesticks. The seven stars are the angels of the seven churches: and the seven candlesticks which you saw are the seven churches.

18“ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି।

19ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହାପରେ ଘଟିବ, ସେହିସବୁ ଲିପିବଦ୍ଧ କର।

20ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ଅର୍ଥ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ଡଳୀର ଦୂତଗଣ ଓ ସପ୍ତ ପ୍ରଦୀପ ସପ୍ତ ମଣ୍ଡଳୀ ଅଟନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.