16କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍ଗାରିତ ନଦୀକୁ ଗ୍ରାସ କରି ସେହି ସ୍ତ୍ରୀଙ୍କୁ ସାହାଯ୍ୟ କଲା।
17ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା;
18ଆଉ ସେ ସମୁଦ୍ରର ବାଲୁକା ଉପରେ ଠିଆ ହେଲା।