ପ୍ରକାଶିତ 13

ପୁଣି, ସେହି ଚିହ୍ନ, ଅର୍ଥାତ୍‍ ପଶୁର ନାମ କିମ୍ବା ତାହା ନାମର ସଂଖ୍ୟା ଧାରଣ କରି ନ ଥିବା ଲୋକକୁ କ୍ରୟବିକ୍ରୟ କରିବାକୁ ନିଷେଧ କରେ।

Revelation 13:17 (UKJV) And that no man might buy or sell, save he that had the mark, or the name of the beast, or the number of his name.

15ପଶୁର ପ୍ରତିମା ଯେପରି କଥା କହିପାରେ ଓ ସେହି ପ୍ରତିମାକୁ ପ୍ରଣାମ କରୁ ନ ଥିବା ଲୋକମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା।

16ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ୱାଧୀନ ଓ ପରାଧୀନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟାଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ,

17ପୁଣି, ସେହି ଚିହ୍ନ, ଅର୍ଥାତ୍‍ ପଶୁର ନାମ କିମ୍ବା ତାହା ନାମର ସଂଖ୍ୟା ଧାରଣ କରି ନ ଥିବା ଲୋକକୁ କ୍ରୟବିକ୍ରୟ କରିବାକୁ ନିଷେଧ କରେ।

18ଏଠାରେ ଜ୍ଞାନ ଆବଶ୍ୟକ। ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା ହେଉଛି ଛଅ ଶହ ଛଷଠି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.