ପ୍ରକାଶିତ 13

ଏଠାରେ ଜ୍ଞାନ ଆବଶ୍ୟକ। ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା ହେଉଛି ଛଅ ଶହ ଛଷଠି।

Revelation 13:18 (UKJV) Here is wisdom. Let him that has understanding count the number of the beast: for it is the number of a man; and his number is Six hundred threescore and six.

16ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ୱାଧୀନ ଓ ପରାଧୀନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟାଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ,

17ପୁଣି, ସେହି ଚିହ୍ନ, ଅର୍ଥାତ୍‍ ପଶୁର ନାମ କିମ୍ବା ତାହା ନାମର ସଂଖ୍ୟା ଧାରଣ କରି ନ ଥିବା ଲୋକକୁ କ୍ରୟବିକ୍ରୟ କରିବାକୁ ନିଷେଧ କରେ।

18ଏଠାରେ ଜ୍ଞାନ ଆବଶ୍ୟକ। ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା ହେଉଛି ଛଅ ଶହ ଛଷଠି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.