ପ୍ରକାଶିତ 15

ଆଉ ଈଶ୍ବରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଲେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରିପାରିଲେ ନାହିଁ।

Revelation 15:8 (UKJV) And the temple was filled with smoke from the glory of God, and from his power; and no man was able to enter into the temple, till the seven plagues of the seven angels were fulfilled.

6ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି, ସେମାନଙ୍କ ବକ୍ଷସ୍ଥଳ ସୁବର୍ଣ୍ଣ ପଟୁକା ବଦ୍ଧ।

7ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ବରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ।

8ଆଉ ଈଶ୍ବରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଲେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରିପାରିଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.