19ପୁଣି, କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ବର ଏହି ପୁସ୍ତକରେ ଲିଖିତ ଜୀବନ-ବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ।
20ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, “ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ।” ଆମେନ୍, ହେ ପ୍ରଭୁ ଯୀଶୁ, ଆସନ୍ତୁ।
21ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍।