ପ୍ରକାଶିତ 8

ପୁଣି, ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା।

Revelation 8:9 (UKJV) And the third part of the creatures which were in the sea, and had life, died; and the third part of the ships were destroyed.

7ପ୍ରଥମ ଦୂତ ତୂରୀଧ୍ୱନୀ କରନ୍ତେ ରକ୍ତ-ମିଶ୍ରିତ ଶିଳା ଓ ଅଗ୍ନି ଉପସ୍ଥିତ ହୋଇ ପୃଥିବୀରେ ନିକ୍ଷିପ୍ତ ହେଲା; ସେଥିରେ ପୃଥିବୀ ଓ ବୃକ୍ଷସମୂହର ତିନି ଭାଗ ପୁଣି, ସମସ୍ତ ସବୁଜ ରଙ୍ଗର ଘାସ ଜଳିଗଲା।

8ଦ୍ୱିତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଯେପରି ଅଗ୍ନି ପ୍ରଜ୍ୱଳିତ ଗୋଟିଏ ବୃହତ ପର୍ବତ ସମୁଦ୍ରରେ ନିକ୍ଷିପ୍ତ ହେଲା; ସେଥିରେ ସମୁଦ୍ରର ତୃତୀୟାଂଶ ଜଳ ରକ୍ତମୟ ହୋଇଗଲା,

9ପୁଣି, ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା।

10ତୃତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଅଗ୍ନିଶିଖା ପରି ପ୍ରଜ୍ୱଳିତ ଗୋଟିଏ ବୃହତ୍ ନକ୍ଷତ୍ର ଆକାଶରୁ ଖସି ନଦୀସମୂହର ତୃତୀୟାଂଶ ଓ ନିର୍ଝରଗୁଡ଼ିକ ଉପରେ ପତିତ ହେଲା;

11ସେହି ନକ୍ଷତ୍ରର ନାମ ନାଗଦଅଣା। ସେଥିରେ ଜଳର ତୃତୀୟାଂଶ ନାଗଦଅଣା ହେଲା, ଆଉ ଅନେକ ଲୋକ ସେହି ଜଳ ହେତୁ ମଲେ, କାରଣ ତାହା ତିକ୍ତ କରାଯାଇଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.