ରୋମୀୟ 1

ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ବନ୍ଧରେ ଦାଉଦଙ୍କ ବଂଶଜାତ,

Romans 1:3 (UKJV) Concerning his Son Jesus Christ our Lord, which was made of the seed of David according to the flesh;

1ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ବର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,

2ସେ ରୋମରେ ଥିବା ଈଶ୍ବରଙ୍କ ପ୍ରିୟ ଓ ଆହୂତ ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛି।

3ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ବନ୍ଧରେ ଦାଉଦଙ୍କ ବଂଶଜାତ,

4କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଈଶ୍ବରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ

5ଆଉ, ଯେଉଁ ଅଣଯିହୁଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.