ରୋମୀୟ 1

ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ବରଙ୍କର ଏହି ବିଧିବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି।

Romans 1:32 (UKJV) Who knowing the judgment of God, that they which commit such things are worthy of death, not only do the same, but have pleasure in them that do them.

30ସେମାନେ ଚୁଗୁଲିଆ, ନିନ୍ଦକ, ଈଶ୍ବରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଙ୍କାରୀ, ଦୁଷ୍ଟକର୍ମର ଉତ୍ପାଦକ,

31ପିତାମାତାଙ୍କ ଅନାଜ୍ଞାବହ, ନିର୍ବୋଧ, ନିୟମ ଭଗ୍ନକାରୀ, ସ୍ୱାଭାବିକ ସ୍ନେହ-ରହିତ ଓ ନିର୍ଦ୍ଦୟ ଅଟନ୍ତି।

32ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ବରଙ୍କର ଏହି ବିଧିବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.