ରୋମୀୟ 11

“ଅବା କିଏ ତାହାଙ୍କୁ ପ୍ରଥମରେ ଦାନ କରିଅଛି, ଆଉ ତାହାକୁ ପ୍ରତିଦାନ କରାଯିବ?”

Romans 11:35 (UKJV) Or who has first given to him, and it shall be recompensed unto him again?

33ଆହା! ଈଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ!

34“କାରଣ, ପ୍ରଭୁଙ୍କର ମନ କିଏ ଜାଣିଅଛି? କିମ୍ବା ତାହାଙ୍କର ପରାମର୍ଶଦାତା କିଏ ହୋଇଅଛି?”

35“ଅବା କିଏ ତାହାଙ୍କୁ ପ୍ରଥମରେ ଦାନ କରିଅଛି, ଆଉ ତାହାକୁ ପ୍ରତିଦାନ କରାଯିବ?”

36“ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.