ରୋମୀୟ 15

ଯେପରି ମୁଁ ଯିହୂଦିୟା ପ୍ରଦେଶରେ ଅନାଜ୍ଞାବହ ଲୋକମାନଙ୍କଠାରୁ ଉଦ୍ଧାର ପାଏ, ଆଉ ଯିରୂଶାଲମ ନିମନ୍ତେ ମୋହର ଯେଉଁ ସେବା, ତାହା ଯେପରି ସାଧୁମାନଙ୍କ ନିକଟରେ ସୁଗ୍ରାହ୍ୟ ହୁଏ,

Romans 15:31 (UKJV) That I may be delivered from them that do not believe in Judaea; and that my service which I have for Jerusalem may be accepted of the saints;

29ଆଉ ମୁଁ ଜାଣେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବି, ସେତେବେଳେ ଖ୍ରୀଷ୍ଟଙ୍କ ଆଶୀର୍ବାଦର ପୂର୍ଣ୍ଣତାରେ ଉପସ୍ଥିତ ହେବି।

30ହେ ଭାଇମାନେ, ମୁଁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହେତୁ ଓ ଆତ୍ମାଙ୍କ ପ୍ରେମ ହେତୁ ମୋʼ ନିମନ୍ତେ ଈଶ୍ବରଙ୍କ ନିକଟରେ ମୋʼ ସହିତ ଯତ୍ନ ସହକାରେ ପ୍ରାର୍ଥନା କରିବା ପାଇଁ ତୁମ୍ଭମାନଙ୍କୁ ବିନତି କରୁଅଛି,

31ଯେପରି ମୁଁ ଯିହୂଦିୟା ପ୍ରଦେଶରେ ଅନାଜ୍ଞାବହ ଲୋକମାନଙ୍କଠାରୁ ଉଦ୍ଧାର ପାଏ, ଆଉ ଯିରୂଶାଲମ ନିମନ୍ତେ ମୋହର ଯେଉଁ ସେବା, ତାହା ଯେପରି ସାଧୁମାନଙ୍କ ନିକଟରେ ସୁଗ୍ରାହ୍ୟ ହୁଏ,

32ପୁଣି, ଈଶ୍ବରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମ ପ୍ରାପ୍ତ ହୁଏ।

33ଶାନ୍ତିଦାତା ଈଶ୍ବର ତୁମ୍ଭ ସମସ୍ତଙ୍କ ସହିତ ଥାଆନ୍ତୁ, ଆମେନ୍‍।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.