21ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
22ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି।
23ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
24[ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍।]
25ଯେଉଁ ଈଶ୍ବର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ଅନାଦିକାଳରୁ ଗୁପ୍ତ ଥିଲା,