ରୋମୀୟ 8

କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ,

Romans 8:38 (UKJV) For I am persuaded, that neither death, nor life, nor angels, nor principalities, nor powers, nor things present, nor things to come,

36ଯେପରି ଲେଖାଅଛି, “ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ।”

37ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ।

38କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ,

39ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.