ରୂତ 4

ପେରସର ବଂଶାବଳୀ ଏହି, ପେରସର ପୁତ୍ର ହିଷ୍ରୋଣ;

Ruth 4:18 (UKJV) Now these are the generations of Pharez: Pharez brings forth Hezron,

16ସେତେବେଳେ ନୟମୀ ବାଳକକୁ ଘେନି ନିଜ କୋଳରେ ରଖିଲା ଓ ତାହାକୁ ପ୍ରତିପାଳନ କଲା।

17“ଏଉତ୍ତାରୁ ନୟମୀର ଏକ ପୁତ୍ର ଜନ୍ମିଅଛି,” ଏହି କଥା କହି ପ୍ରତିବାସିନୀ ସ୍ତ୍ରୀମାନେ ତାହାର ନାମକରଣ କଲେ; ସେମାନେ ତାହାର ନାମ ଓବେଦ୍‍ (ସେବକ) ରଖିଲେ। ସେ ଦାଉଦର ପିତାମହ ଯିଶୀର ପିତାମହ।

18ପେରସର ବଂଶାବଳୀ ଏହି, ପେରସର ପୁତ୍ର ହିଷ୍ରୋଣ;

19ହିଷ୍ରୋଣର ପୁତ୍ର ରାମ୍‍ ଓ ରାମ୍‍ର ପୁତ୍ର ଅମ୍ମୀନାଦବ

20ଓ ଅମ୍ମୀନାଦବର ପୁତ୍ର ନହଶୋନ ଓ ନହଶୋନର ପୁତ୍ର ସଲମୋନ

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.