ରୂତ 4

ଓବେଦ୍‍ର ପୁତ୍ର ଯିଶୀ ଓ ଯିଶୀର ପୁତ୍ର ଦାଉଦ।

Ruth 4:22 (UKJV) And Obed brings forth Jesse, and Jesse brings forth David.

20ଓ ଅମ୍ମୀନାଦବର ପୁତ୍ର ନହଶୋନ ଓ ନହଶୋନର ପୁତ୍ର ସଲମୋନ

21ଓ ସଲମୋନର ପୁତ୍ର ବୋୟଜ ଓ ବୋୟଜର ପୁତ୍ର ଓବେଦ୍‍

22ଓବେଦ୍‍ର ପୁତ୍ର ଯିଶୀ ଓ ଯିଶୀର ପୁତ୍ର ଦାଉଦ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.