ପରମ ଗୀତ 1

ଆମ୍ଭେ ତୁମ୍ଭ ପାଇଁ ରୂପା ଭୁଣ୍ଡିଲଗା ସୁବର୍ଣ୍ଣ ବେଣୀ ପ୍ରସ୍ତୁତ କରିବା।

Song of Solomon 1:11 (UKJV) We will make you borders of gold with studs of silver.

9ହେ ମୋହର ପ୍ରିୟେ, ମୁଁ ଫାରୋର ରଥର ଅଶ୍ୱିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି।

10ତୁମ୍ଭର ଗାଲ ଅଳଙ୍କାରରେ ସଜ୍ଜିତ, ତୁମ୍ଭ ଗଳଦେଶ ରତ୍ନହାରରେ ସୁଶୋଭିତ।

11ଆମ୍ଭେ ତୁମ୍ଭ ପାଇଁ ରୂପା ଭୁଣ୍ଡିଲଗା ସୁବର୍ଣ୍ଣ ବେଣୀ ପ୍ରସ୍ତୁତ କରିବା।

12ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ ମୋʼ ସୁଗନ୍ଧିର ସୁବାସ ବ୍ୟାପ୍ତ ହେଲା।

13ମୋହର ପ୍ରିୟତମ ମୋʼ ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋʼ ପ୍ରତି ଅଟନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.