ପରମ ଗୀତ 1

ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; ଆହୁରି, ଆମ୍ଭମାନଙ୍କ ଶଯ୍ୟା ହରିଦ୍‍ବର୍ଣ୍ଣ ଅଟେ।

Song of Solomon 1:16 (UKJV) Behold, you are fair, my beloved, yea, pleasant: also our bed is green.

14ମୋʼ ପ୍ରିୟତମ ମୋʼ ପ୍ରତି ଐନଗଦୀର ଦ୍ରାକ୍ଷାକ୍ଷେତ୍ରସ୍ଥ ମେହେନ୍ଦି ପୁଷ୍ପ ଗୁଚ୍ଛ ତୁଲ୍ୟ ଅଟନ୍ତି।

15ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ।

16ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; ଆହୁରି, ଆମ୍ଭମାନଙ୍କ ଶଯ୍ୟା ହରିଦ୍‍ବର୍ଣ୍ଣ ଅଟେ।

17ଏରସ କାଷ୍ଠ ଆମ୍ଭମାନଙ୍କ ଗୃହର କଡ଼ି ଓ ଦେବଦାରୁ କାଷ୍ଠ ଆମ୍ଭମାନଙ୍କର ବରଗା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.