ପରମ ଗୀତ 4

ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋʼ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ।

Song of Solomon 4:16 (UKJV) Awake, O north wind; and come, you south; blow upon my garden, that the spices thereof may flow out. Let my beloved come into his garden, and eat his pleasant fruits.

14ଜଟାମାଂସୀ ଓ କୁଙ୍କୁମ, ବଚ ଓ ଦାରୁଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷବିଶିଷ୍ଟ ଗନ୍ଧରସ ଓ ଅଗୁରୁ, ସର୍ବପ୍ରକାର ପ୍ରଧାନ ପ୍ରଧାନ ସୁଗନ୍ଧି ବୃକ୍ଷବିଶିଷ୍ଟ।

15ତୁମ୍ଭେ ଉଦ୍ୟାନସମୂହର ଜଳାକର, ଅମୃତ ଜଳର କୂପ ଓ ଲିବାନୋନରୁ ପ୍ରବାହିତ ସ୍ରୋତ ସଦୃଶ୍ୟ।

16ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋʼ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.