ତୀତସ 1

ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;

Titus 1:2 (UKJV) In hope of eternal life, which God, that cannot lie, promised before the world began;

1ପାଉଲ, ଈଶ୍ବରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ୱାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ ପତ୍ର,

2ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;

3ସେହି ଅନନ୍ତ ଜୀବନ ସତ୍ୟ ଈଶ୍ବର, ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ୱାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଆଜ୍ଞାନୁସାରେ ମୋʼ ଠାରେ ସମର୍ପିତ ହୋଇଅଛି।

4ପିତା ଈଶ୍ବର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.