12ପୁଣି ଦେଶ, ପ୍ରତ୍ୟେକ ଗୋଷ୍ଠୀ ନିଜେ ନିଜେ ଶୋକ କରିବେ; ଦାଉଦ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ନାଥନ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ;
13ଲେବୀ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ଶିମୀୟିର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ;
14ଅବଶିଷ୍ଟ ସମୁଦାୟ ଗୋଷ୍ଠୀ ମଧ୍ୟରୁ ପ୍ରତ୍ୟେକ ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ।