ଯିଖରୀୟ 6

ପ୍ରଥମ ରଥରେ ରକ୍ତବର୍ଣ୍ଣ ଅଶ୍ୱଗଣ ଓ ଦ୍ୱିତୀୟ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ।

Zechariah 6:2 (UKJV) In the first chariot were red horses; and in the second chariot black horses;

1ଏଉତ୍ତାରେ ମୁଁ ପୁନର୍ବାର ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ପର୍ବତ ମଧ୍ୟରୁ ଚାରିଗୋଟି ରଥ ନିର୍ଗତ ହେଲା ସେହି ପର୍ବତ ପିତ୍ତଳମୟ ଥିଲା।

2ପ୍ରଥମ ରଥରେ ରକ୍ତବର୍ଣ୍ଣ ଅଶ୍ୱଗଣ ଓ ଦ୍ୱିତୀୟ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ।

3ଆଉ, ତୃତୀୟ ରଥରେ ଶ୍ୱେତବର୍ଣ୍ଣ ଅଶ୍ୱଗଣ, ପୁଣି ଚତୁର୍ଥ ରଥରେ ବିନ୍ଦୁଚିତ୍ରିତ ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ଥିଲେ।

4ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁ କଅଣ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.