ଯିଖରୀୟ 7

ପୁଣି, ଦାରୀୟାବସ ରାଜାର ରାଜତ୍ଵର ଚତୁର୍ଥ ବର୍ଷରେ, କିଶ୍ଲେବ୍‍ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।

Zechariah 7:1 (UKJV) And it came to pass in the fourth year of king Darius, that the word of the LORD came unto Zechariah in the fourth day of the ninth month, even in Chisleu;

1ପୁଣି, ଦାରୀୟାବସ ରାଜାର ରାଜତ୍ଵର ଚତୁର୍ଥ ବର୍ଷରେ, କିଶ୍ଲେବ୍‍ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।

2ସେହି ସମୟରେ ବେଥେଲ୍‍ସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ପ୍ରେରଣ କରିଥିଲେ,

3ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷ ଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.